Judges 1:24 — Compare Translations

5 translations compared side by side

Odia - 1840
"ଯେତବେେଳେ ଅନକ୍ସ୍ଟଚରମାନେ ଦେଖିଲେ କହେି ଜଣେ ନଗରରକ୍ସ୍ଟ ବାହାରକକ୍ସ୍ଟ ଆସକ୍ସ୍ଟଛି ସହେି ଅନକ୍ସ୍ଟଚରମାନେ ସହେି ଲୋକକୁ କହିଲେ, ଆମ୍ଭମାନଙ୍କୁ ଗକ୍ସ୍ଟଲ୍ଗ ପଥ ଦଖାେନ୍ତକ୍ସ୍ଟ ଯେଉଁ ବାଟ ଦଇେ ଆମ୍ଭେ ସହରକକ୍ସ୍ଟ ଆକ୍ରମଣ କରିବକ୍ସ୍ଟ। କିନ୍ତୁ ଯଦି ତୁମ୍ଭେ ଆମ୍ଭକକ୍ସ୍ଟ ସାହାୟ୍ଯ କର, ତବେେ ଆମ୍ଭମାନେେ ତୁମ୍ଭକୁ ମାରିବକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶିବାର ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ସଦୟ ବ୍ୟବହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅନୁଚରମାନେ ଦେଖିଲେ କେହି ଜଣେ ନଗରରୁ ବାହାରକୁ ଆସୁଛି ସେହି ଅନୁଚରମାନେ ସେହି ଲୋକକୁ କହିଲେ, “ଆମ୍ଭମାନଙ୍କୁ ଗୁପ୍ତ ପଥ ଦେଖାନ୍ତୁ ଯେଉଁ ବାଟ ଦେଇ ଆମ୍ଭେ ସହରକୁ ଆକ୍ରମଣ କରିବୁ। ଯଦି ତୁମ୍ଭେ ଆମ୍ଭକୁ ସାହାଯ୍ୟ କର, ତେବେ ଆମ୍ଭେମାନେ ତୁମ୍ଭକୁ ମାରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।