Judges 1:26 — Compare Translations

5 translations compared side by side

Odia - 1840
"ସହେି ଲୋକ, ହିତ୍ତୀଯମାନେ ବାସ କରୁଥିବା ସ୍ଥାନକକ୍ସ୍ଟ ଗଲେ। ଏବଂ ଏମିତିକି ଆଜି ସହେି ସହର ଲୂସ୍ ନାମ ରେ ପରିଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୁସ୍ ରଖିଲା; ତହିଁର ସେହି ନାମ ଆଜିଯାଏ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ, ହିତ୍ତୀୟମାନେ ବାସ କରୁଥିବା ସ୍ଥାନକୁ ଗଲେ ଏବଂ ଏମିତିକି ଆଜି ସେହି ସହର ଲୂସ୍ ନାମରେ ପରିଚିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।