Judges 1:27 — Compare Translations

5 translations compared side by side

Odia - 1840
"କିଣାନୀଯ ବୈଥିସାନର ସହରଗକ୍ସ୍ଟଡିକରେ, ତାନକ, ଦୋରା, ୟିବ୍ଲଯିମ, ମମିଦ୍ଦୋ ଏବଂ ସମାନଙ୍କେ ଚତକ୍ସ୍ଟଃପାଶର୍‌ବ ରେ ଅଧିକ େଛାଟ ସହରମାନଙ୍କ ରେ ବସବାସ କରୁଥିଲେ। ମନଃଶି ପରିବାରବର୍ଗର ଲୋକମାନେ ସହେି ସହରରକ୍ସ୍ଟ ସହେି ଲୋକମାନଙ୍କୁ ତଡିବାକକ୍ସ୍ଟ ସକ୍ଷମ ହେଲେ ନାହିଁ। ତେଣୁ ସଠାେରେ କିଣାନୀଯମାନେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମନଃଶି, ବୈଥ୍ସାନ୍ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ପରିବାରବର୍ଗମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ କିଣାନୀୟ ବୈ‌ଥ୍‌ସା‌ନ୍‌ର ସହରଗୁଡ଼ିକରେ, ତାନକ, ଦୋରା, ଯିବ୍ଲିୟିମ, ମଗିଦ୍ଦୋ ଏବଂ ସେମାନଙ୍କ ଚତୁର୍ପାର୍ଶ୍ୱରେ ଅଧିକ ଛୋଟ ସହରମାନଙ୍କରେ ବସବାସ କରୁଥିଲେ। ମନଃଶି ପରିବାରବର୍ଗର ଲୋକମାନେ ସେହି ସହରରୁ ସେହି ଲୋକମାନଙ୍କୁ ତଡ଼ିବାକୁ ସକ୍ଷମ ହେଲେ ନାହିଁ। ତେଣୁ ସେଠାରେ କିଣାନୀୟମାନେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।