Judges 1:28 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ ଏବଂ ସମାନଙ୍କେର କ୍ରିତଦାସ କରିବା ପାଇଁ ସମାନେେ କିଣାନୀଯମାନଙ୍କୁ ବାଧ୍ଯ କଲେ। କିନ୍ତୁ କିଣାନୀଯମାନଙ୍କୁ ତଡିଦବୋକକ୍ସ୍ଟ ସମାନେେ ସକ୍ଷମ ହାଇେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ ପରାକ୍ରା; ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ଲୋକମାନେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ସେମାନଙ୍କର କ୍ରୀତଦାସ କରିବା ପାଇଁ ସେମାନେ କିଣାନୀୟମାନଙ୍କୁ ବାଧ୍ୟ କଲେ। କିନ୍ତୁ କିଣାନୀୟମାନଙ୍କୁ ତଡ଼ିଦେବାକୁ ସେମାନେ ସକ୍ଷମ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।