Judges 1:29 — Compare Translations
5 translations compared side by side
Odia - 1840
"ଇଫ୍ରଯିମଙ୍କ ପାଇଁ ଠିକ୍ ଏହିପରି ଭାବରେ ଘଟିଥିଲା। ଗଷେର ରେ କିଣାନୀଯ ଲୋକମାନେ ବାସ କରିବାକୁ ଲାଗିଲେ ଏବଂ ଇଫ୍ରଯିମ କିଣାନୀଯ ଲୋକମାନଙ୍କୁ ତଡି ଦେଲେ ନାହିଁ। ତେଣୁ ଇଫ୍ରଯିମ କିଣାନୀଯମାନଙ୍କ ସହିତ ମିଶି ରହିବାକକ୍ସ୍ଟ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମଙ୍କ ପାଇଁ ଠିକ୍ ଏହିପରି ଭାବରେ ଘଟିଥିଲା। ଗେଷର୍ରେ କିଣାନୀୟ ଲୋକମାନେ ବାସ କରିବାକୁ ଲାଗିଲେ ଏବଂ ଇଫ୍ରୟିମ କିଣାନୀୟ ଲୋକମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଇଫ୍ରୟିମ କିଣାନୀୟମାନଙ୍କ ସହିତ ମିଶି ରହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।