Judges 1:30 — Compare Translations
5 translations compared side by side
Odia - 1840
"ଠିକ୍ ସହେିପରି ଘଟିଥିଲା ସବୁଲୂନ୍ ବଂଶଧରଙ୍କ ପ୍ରତି କେତକେ କିଣାନୀଯ ନିବାସୀ ବାସ କରୁଥିଲେ, କିଟ୍ରୋଣ ଓ ନହଲୋଲ୍ ରେ କିନ୍ତୁ ସବୁଲୂନ ପରିବାରବର୍ଗମାନେ ସମାନଙ୍କେୁ ତଡିଦଇେ ନ ଥିଲେ। ସହେି କିଣାନୀଯ ଲୋକମାନେ ସବୁଲୂନ୍ ଲୋକମାନଙ୍କ ସହିତ ବାସ କରୁଥିଲେ। କିନ୍ତୁ ସବୁଲୂନ୍ ଲୋକମାନେ ସମାନଙ୍କେୁ କ୍ରିତଦାସ ଭାବରେ ଖଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୂଲୂନ୍ କିଟ୍ରୋଣ ଓ ନହଲୋଲ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି ଘଟିଥିଲା ସବୁଲୂନ୍ ବଂଶଧରଙ୍କ ପ୍ରତି କେତେକ କିଣାନୀୟ ନିବାସୀ ବାସ କରୁଥିଲେ, କିଟ୍ରୋଣ ଓ ନହଲୋଲ୍ରେ କିନ୍ତୁ ସବୁଲୂନ ପରିବାରବର୍ଗମାନେ ସେମାନଙ୍କୁ ତଡ଼ି ଦେଇ ନ ଥିଲେ। ସେହି କିଣାନୀୟ ଲୋକମାନେ ସବୁଲୂନ୍ ଲୋକମାନଙ୍କ ସହିତ ବାସ କରୁଥିଲେ। କିନ୍ତୁ ସବୁଲୂନ୍ ଲୋକମାନେ ସେମାନଙ୍କୁ କ୍ରୀତଦାସ ଭାବରେ ଖଟାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୂଲୂନ କିଟ୍ରୋଣ ଓ ନହଲୋଲ୍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ସବୂଲୂନ କିଟ୍ରୋଣ ଓ ନହଲୋଲ୍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।