Judges 1:31 — Compare Translations

5 translations compared side by side

Odia - 1840
"ଆଶରେ ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶରେ ପରିବାରବର୍ଗର ଲୋକମାନେ ଯେଉଁମାନେ ସମାନଙ୍କେ ସହିତ ଅକ୍କୋନିବାସୀ, ସୀଦୋନ୍ ଅହଲବ୍ ଅକଷୀବ ହିଲବା, ଅଫିକ୍ ଓ ରହୋବରକ୍ସ୍ଟ ବସବାସ କରୁଥିଲେ, ସହେି ଲୋକମାନଙ୍କୁ ବିତାଡିତ କଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଶେର୍ ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ୍ କି ଅହଲବ୍ ଓ ଅକ୍ଷୀବ୍ କି ହିଲବା କି ଅଫିକ୍ କି ରହୋବ-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେର ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶେର ପରିବାରବର୍ଗର ଲୋକମାନେ ଯେଉଁମାନେ ସେମାନଙ୍କ ସହିତ ଅ‌କ୍‌କୋନିବାସୀ, ସୀଦୋନ୍, ଅହଲବ୍, ଅକଷୀବ, ହିଲବା, ଅଫିକ୍ ଓ ରୋହବରୁ ବସବାସ କରୁଥିଲେ, ସେହି ଲୋକମାନଙ୍କୁ ବିତାଡ଼ିତ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଶେର ଅକ୍‍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।