Judges 1:32 — Compare Translations

5 translations compared side by side

Odia - 1840
"ଆଶରେୀଯ ଲୋକମାନେ କିଣାନୀଯକକ୍ସ୍ଟ ସମାନଙ୍କେର ଦେଶରକ୍ସ୍ଟ ତଡି ଦଇେ ନ ଥିଲେ। ତେଣୁ କିଣାନୀଯ ଲୋକମାନେ ଆଶରେୀଯମାନଙ୍କ ସହିତ ନ୍ତିରନ୍ତର ମିଶି ରହକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେରୀୟ ଲୋକମାନେ କିଣାନୀୟକୁ ସେମାନଙ୍କର ଦେଶରୁ ତଡ଼ି ଦେଇ ନ ଥିଲେ। ତେଣୁ କିଣାନୀୟ ଲୋକମାନେ ଆଶେରୀୟମାନଙ୍କ ସହିତ ନିରନ୍ତର ମିଶି ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।