Judges 1:33 — Compare Translations
5 translations compared side by side
Odia - 1840
"ନଲ୍ଗାଲି ପରିବାରବର୍ଗର ଲୋକମାନଙ୍କ ସହିତ ଠିକ୍ ଏକାପରି ଘଟିଥିଲା। ନଲ୍ଗାଲି ଲୋକମାନେ ବୈଥଶମେଶ ଓ ବେଥ୍ନାତ୍ମାନେ ଲୋକମାନଙ୍କୁ ତଡିଦଇେ ନ ଥିଲେ। ତେଣୁ ନଲ୍ଗାଲିର ଲୋକମାନେ ସହେି ସହରର ଲୋକମାନଙ୍କ ସହିତ ମିଶି ବାସ କଲେ। କିଣାନୀଯମାନେ ନଲ୍ଗାଲି ଲୋକମାନଙ୍କର କ୍ରିତଦାସ ରୂପେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପ୍ତାଲି ବୈଥ୍-ଶେମଶ କି ବୈଥ୍ନାତ-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବୈଥ୍-ଶେମଶ ଓ ବୈଥ୍ନାତ-ନିବାସୀମାନେ ସେମାନଙ୍କର ବେଠି କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ସହିତ ଠିକ୍ ଏକାପରି ଘଟିଥିଲା। ନପ୍ତାଲି ଲୋକମାନେ ବୈଥ୍ଶେମଶ ଓ ବେଥ୍ନାତ୍ମାନେ ଲୋକମାନଙ୍କୁ ତଡ଼ିଦେଇ ନ ଥିଲେ। ତେଣୁ ନପ୍ତାଲିର ଲୋକମାନେ ସେହି ସହରର ଲୋକମାନଙ୍କ ସହିତ ମିଶି ବାସ କଲେ। କିଣାନୀୟମାନେ ନପ୍ତାଲି ଲୋକମାନଙ୍କର କ୍ରୀତଦାସ ରୂପେ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠି କର୍ମ କଲେ।