Judges 1:34 — Compare Translations

5 translations compared side by side

Odia - 1840
"ଇ ମାରେୀଯମାନେ ଦାନ ପରିବାରବର୍ଗର ସନ୍ତାନଗଣଙ୍କକ୍ସ୍ଟ ପର୍ବତମଯ ଦେଶ ରେ ରହିବାକକ୍ସ୍ଟ ବାଧ୍ଯ କଲେ। ସମାନଙ୍କେୁ ତଳଭୂମିକକ୍ସ୍ଟ ଆସିବାକକ୍ସ୍ଟ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟମାନେ ଦାନ ପରିବାରବର୍ଗର ସନ୍ତାନଗଣଙ୍କୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ। ସେମାନଙ୍କୁ ତଳଭୂମିକୁ ଆସିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।