Judges 1:35 — Compare Translations

5 translations compared side by side

Odia - 1840
"ଇ ମାରେୀଯମାନେ ହରେସ ପର୍ବତ ରେ ଅଯାଲୋନ ରେ ଓ ଶାଲବୀ ରେ ବାସ କରିବାକୁ ମନସ୍ଥ କଲେ। ତଥାପି ଯୋଷଫେ ପରିବାରବର୍ଗ ଶକ୍ତିଶାଳୀ ହୁଅନ୍ତେ ସମାନେେ କ୍ରିତଦାସ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠି କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମରେ ବାସ କରିବାକୁ ମନସ୍ଥ କଲେ। ତଥାପି ଯୋଷେଫଙ୍କର ପରିବାରବର୍ଗ ଶକ୍ତିଶାଳୀ ହୁଅନ୍ତେ ସେମାନେ କ୍ରୀତଦାସ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠି କର୍ମ କଲେ।