Judges 1:36 — Compare Translations
5 translations compared side by side
Odia - 1840
"ଇ ମାରେୀଯ ଲୋକମାନଙ୍କର ଭୂମିର ସୀମା ଅକ୍ରଦ୍ଦୀମ ଘାଟି ଶୈଳଠାରକ୍ସ୍ଟ ଏବଂ ପର୍ବତ ଦେଶ ଶିଳା ସୀମା ମଧିଅରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟ ଲୋକମାନଙ୍କର ଭୂମିର ସୀମା ଅକ୍ରବ୍ବୀମ ଘାଟି ଶୈଳଠାରୁ ଏବଂ ପର୍ବତ ଦେଶ ଶିଳା ସୀମା ମଧ୍ୟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।