Judges 1:4 — Compare Translations

5 translations compared side by side

Odia - 1840
"ତା'ପରେ ୟିହକ୍ସ୍ଟଦାର ଲୋକ ଆକ୍ରମଣ କରିବାକୁ ଗଲେ। କିଣାନୀଯ ଓ ପରିଷୀଯମାନଙ୍କୁ ସଦାପ୍ରଭୁ ୟିହକ୍ସ୍ଟଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ୟିହକ୍ସ୍ଟଦାର ଲୋକମାନେ 10,000 ଲୋକଙ୍କକ୍ସ୍ଟ ବଷେକରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ; କିଣାନୀୟ ଓ ପିରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୁଦାର ଲୋକମାନେ ଆକ୍ରମଣ କରିବାକୁ ଗଲେ। କିଣାନୀୟ ଓ ପିରିଷୀୟମାନଙ୍କୁ ସଦାପ୍ରଭୁ ଯିହୁଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ଯିହୁଦାର ଲୋକମାନେ 10,000 ଲୋକଙ୍କୁ ବେଷକରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।