Judges 1:5 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦାର ଲୋକମାନେ ବଷେକର ଶାସକଙ୍କକ୍ସ୍ଟ ବଷେକ ସହର ରେ ପାଇଲେ ଏବଂ ତାଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ସମାନେେ କିଣାନୀଯ ଏବଂ ପରିଷୀଯଙ୍କକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ବେଷକରେ ଅଦୋନୀବେଷକକୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ବେଷକର ଶାସକଙ୍କୁ ବେଷକ ସହରରେ ପାଇଲେ ଏବଂ ତାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ସେମାନେ କିଣାନୀୟ ଏବଂ ପିରିଷୀୟଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।