Judges 1:6 — Compare Translations

5 translations compared side by side

Odia - 1840
"ବଷେକର ଶାସକ ଖସି ପଳାଇବାକକ୍ସ୍ଟ ଚେଷ୍ଟା କରିଥିଲେ, କିନ୍ତୁ ୟିହକ୍ସ୍ଟଦାର ଲୋକମାନେ ତାଙ୍କୁ ଗୋଡଇେଲେ ଏବଂ ତାଙ୍କୁ ଧରି ଥିଲେ। ଯେତବେେଳେ ସମାନେେ ତାଙ୍କୁ ଧରିଲେ, ସମାନେେ ତାଙ୍କର ବକ୍ସ୍ଟଢା ଅଙ୍ଗକ୍ସ୍ଟଳିକକ୍ସ୍ଟ ଏବଂ ପାଦର ବକ୍ସ୍ଟଢା ଅଙ୍ଗକ୍ସ୍ଟଠିକକ୍ସ୍ଟ କାଟି ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଓ ତାହାର ହସ୍ତପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଷକର ଶାସକ ଖସି ପଳାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ଯିହୁଦାର ଲୋକମାନେ ତାଙ୍କୁ ଗୋଡ଼େଇଲେ ଏବଂ ତାଙ୍କୁ ଧରି ଥିଲେ। ଯେତେବେଳେ ସେମାନେ ତାଙ୍କୁ ଧରିଲେ, ସେମାନେ ତାଙ୍କର ବୁଢ଼ା ଅଙ୍ଗୁଳିକୁ ଏବଂ ପାଦର ବୁଢ଼ା ଅଙ୍ଗୁଳିକୁ କାଟି ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।