Judges 1:8 — Compare Translations
5 translations compared side by side
Odia - 1840
"ୟିହକ୍ସ୍ଟଦାର ଲୋକମାନେ ୟିରକ୍ସ୍ଟଶାଲମର ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଓ ଯିରୁଶାଲମକୁ ଅଧିକାର କଲେ। ୟିହକ୍ସ୍ଟଦାର ଲୋକମାନେ ସମାନଙ୍କେୁ ଖଣ୍ତା ଦ୍ବାରା ହତ୍ଯା କଲେ ଓ ସହରକକ୍ସ୍ଟ ପୋଡି଼ ଦେଲେ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦା-ସନ୍ତାନମାନେ ଯିରୂଶାଲମ ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ଼୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ଯିରୁଶାଲମକୁ ଅଧିକାର କଲେ। ଯିହୁଦାର ଲୋକମାନେ ସେମାନଙ୍କୁ ଖଣ୍ତା ଦ୍ୱାରା ହତ୍ୟା କଲେ ଓ ସହରକୁ ପୋଡ଼ି ଦେଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।