Judges 1:9 — Compare Translations
5 translations compared side by side
Odia - 1840
"ଏହାପରେ ୟିହକ୍ସ୍ଟଦାର ଲୋକମାନେ କିଣାନୀଯ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ, ଯେଉଁମାନେ ପର୍ବତମଯ ଦେଶ ରେ ନଗେଭେି ରେ ଏବଂ ପାଶ୍ଚାତ୍ ମାଳଭୂମିରେ ବସବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦାର ଲୋକମାନେ କିଣାନୀୟ ବିରୁଦ୍ଧରେ ଯୁଦ୍ଧ କଲେ, ଯେଉଁମାନେ ପର୍ବତମୟ ଦେଶରେ ନେଗେଭରେ ଏବଂ ପାଶ୍ଚାତ୍ ମାଳଭୂମିରେ ବସବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।