Judges 10:1 — Compare Translations

5 translations compared side by side

Odia - 1840
"ଅବୀମଲକରେ ମୃତକ୍ସ୍ଟ୍ଯପରେ ସଦାପ୍ରଭୁ ଆଉ ଜଣେ ବିଗ୍ଭରକଙ୍କକ୍ସ୍ଟ ଇଶ୍ରାୟେଲବାସୀଙ୍କକ୍ସ୍ଟ ରକ୍ଷା କରିବା ପାଇଁ ପଠାଇଲେ। ସହେି ବିଗ୍ଭରକଙ୍କ ନାମ ଥିଲା ତାେଲୟ। ସେ ଥିଲେ ପୂଯାର ପକ୍ସ୍ଟତ୍ର। ଦୋଦୟର ପକ୍ସ୍ଟତ୍ର ପୂଯାର ଥିଲେ। ତାେଲୟ ଥିଲେ ଇଷାଖର ପରିବାରବର୍ଗ। ଯାହାକି ଇଫ୍ରଯିମ ପର୍ବତମଯ ଦେଶ ଶାମୀର ସହର ରେ ତାେଲୟ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର-ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରକ ତୋଲୟ ଅବୀମେଲକର ମୃତ୍ୟୁପରେ ସଦାପ୍ରଭୁ ଆଉ ଜଣେ ବିଗ୍ଭରକଙ୍କୁ ଇସ୍ରାଏଲବାସୀଙ୍କୁ ରକ୍ଷା କରିବା ପାଇଁ ପଠାଇଲେ। ସେହି ବିଗ୍ଭରକଙ୍କ ନାମ ଥିଲା ତୋଲୟ। ସେ ଥିଲା ପୂୟାର ପୁତ୍ର। ଦୋଦୟର ପୁତ୍ର ପୂୟାର ଥିଲା। ତୋଲୟ ଥିଲା ଇଷାଖର ପରିବାରବର୍ଗ। ଯାହାକି ଇଫ୍ରୟିମ ପର୍ବତମୟ ଦେଶ ଶାମୀର ସହରରେ ତୋଲୟ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।