Judges 10:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦଇେ କହିଲେ, ମୁ ତୁମ୍ଭମାନଙ୍କୁ ମିସ୍ରୀଯ ଓ ଇ ମାରେୀଯ, ଅମ୍ମାନେ ସନ୍ତାନଗଣ ଓ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ଉଦ୍ଧାର କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେଇ କହିଲେ, “ମୁଁ ତୁମ୍ଭମାନଙ୍କୁ ମିସ୍ରୀୟ ଓ ଇମୋରୀୟ, ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟମାନଙ୍କଠାରୁ ଉଦ୍ଧାର କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?