Judges 10:12 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାେ ପାଖ ରେ କ୍ରନ୍ଦନ କଲ ଯେତବେେଳେ, ସୀଦୋନୀଯମାନେ, ଆମାଲକେୀଯମାନେ ଓ ମାଯୋନୀଯମାନେ ତୁମ୍ଭମାନଙ୍କୁ ଅତ୍ଯାଗ୍ଭର କଲେ। ମୁ ମଧ୍ଯ ସମାନଙ୍କେଠାରକ୍ସ୍ଟ ତୁମ୍ଭମାନଙ୍କୁ ରକ୍ଷା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ⇧; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋ’ ପାଖରେ କ୍ରନ୍ଦନ କଲ ଯେତେବେଳେ, ସୀଦୋନୀୟମାନେ, ଆମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କୁ ଅତ୍ୟାଗ୍ଭର କଲେ। ମୁଁ ମଧ୍ୟ ସେମାନଙ୍କଠାରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।