Judges 10:13 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ମାେତେ ପରିତ୍ଯାଗ କରି ଅନ୍ୟ ଦବଗେଣଙ୍କର ପୂଜା କଲ। ତେଣୁ ମୁ ପକ୍ସ୍ଟନ୍ନରାଯ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ମନା କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛନ୍ତଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ମୋତେ ପରିତ୍ୟାଗ କରି ଅନ୍ୟ ଦେବଗଣଙ୍କର ପୂଜା କଲ। ତେଣୁ ମୁଁ ପୁନ୍ନରାୟ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ମନା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।