Judges 10:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେଉଁ ଦବେତାଗଣଙ୍କକ୍ସ୍ଟ ପୂଜା କରିବାକୁ ମନୋନୀତ କରିଛ। ସମାନଙ୍କେ ପାଖକକ୍ସ୍ଟ ୟାଅ ଓ ତାଙ୍କୁ ଉଦ୍ଧାର କରିବାକୁ କକ୍ସ୍ଟହ। ତୁମ୍ଭର ଦକ୍ସ୍ଟଃଖ ସମୟରେ ସମାନେେ ତୁମ୍ଭର ରକ୍ଷା କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ଦେବତାଗଣଙ୍କୁ ପୂଜା କରିବାକୁ ମନୋନୀତ କରିଛ। ସେମାନଙ୍କ ପାଖକୁ ଯାଅ ଓ ତାଙ୍କୁ ଉଦ୍ଧାର କରିବାକୁ କୁହ। ତୁମ୍ଭର ଦୁଃଖ ସମୟରେ ସେମାନେ ତୁମ୍ଭର ରକ୍ଷା କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।