Judges 10:15 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, ଆମେ ପାପ କରିଛକ୍ସ୍ଟ। ତୁମ୍ଭର ଯାହା ଇଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, “ଆମେ ପାପ କରିଛୁ। ତୁମ୍ଭର ଯାହା ଇଚ୍ଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।