Judges 10:16 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ନିଜ ମଧ୍ଯରକ୍ସ୍ଟ ବିଦେଶୀ ଦବଗେଣଙ୍କକ୍ସ୍ଟ ଦୂର କରି ଦେଲେ ଏବଂ ସଦାପ୍ରଭୁଙ୍କର ସବୋ କଲେ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କର ଦକ୍ସ୍ଟଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ନିଜ ମଧ୍ୟରୁ ବିଦେଶୀ ଦେବଗଣଙ୍କୁ ଦୂର କରିଦେଲେ ଏବଂ ସଦାପ୍ରଭୁଙ୍କର ସେବା କଲେ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କର ଦୁଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।