Judges 10:17 — Compare Translations
5 translations compared side by side
Odia - 1840
"ଅେମ୍ମାନୀୟମାନେ ଗିଲିଯଦ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ ଏବଂ ଇଶ୍ରାୟେଲ ଲୋକମାନେ, ଏକତ୍ରୀତ ହେଲେ ଓ ମୀସ୍ପୀ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ । ପୁଣି ଇସ୍ରାଏଲ-ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପୀରେ ଛାଉଣି ସ୍ଥାପନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହଙ୍କୁ ନେତାରୂପେ ବଛାଗଲା ଅମ୍ମୋନୀୟମାନେ ଗିଲିୟଦରେ ସେମାନଙ୍କର ଛାଉଣି ସ୍ଥାପନ କଲେ ଏବଂ ଇସ୍ରାଏଲ ଲୋକମାନେ, ଏକତ୍ରିତ ହେଲେ ଓ ମିସ୍ପୀରେ ସେମାନଙ୍କର ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।