Judges 10:18 — Compare Translations

5 translations compared side by side

Odia - 1840
"ତା'ପରେ ଗିଲିଯଦୀଯର ଲୋକମାନଙ୍କର ଅଧିପତିମାନେ କହିଲେ, ଅମ୍ମାନେ ସନ୍ତାନଗଣଙ୍କ ଉପରେ ୟିଏ ଆକ୍ରମଣ କରିବାକୁ ନତେୃତ୍ବ ନବେ। ସେ ଗିଲିଯଦ ରେ ବାସ କରୁଥିବା ଲୋକମାନଙ୍କ ଉପରେ ରାଜତ୍ବ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍, ଅଧିପତିମାନେ ଏକକୁ ଆରେକ କହିଲେ, ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗିଲିୟଦୀୟର ଲୋକମାନଙ୍କର ଅଧିପତିମାନେ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ଉପରେ ଯିଏ ଆକ୍ରମଣ କରିବାକୁ ନେତୃତ୍ୱ ନେବ। ସେ ଗିଲିୟଦରେ ବାସ କରୁଥିବା ଲୋକମାନଙ୍କ ଉପରେ ରାଜତ୍ୱ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, ଅମ୍ମୋନ ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।