Judges 10:2 — Compare Translations
5 translations compared side by side
Odia - 1840
"ତାେଲୟ ଇଶ୍ରାୟେଲ ପାଇଁ ତଇେଶ ବର୍ଷ ପାଇଁ ବିଗ୍ଭରକ ରହିଲେ। ଏହାପରେ ତାେଲୟ ମୃତକ୍ସ୍ଟ୍ଯବରଣ କଲେ ଓ ଶାମୀର ରେ ତାଙ୍କୁ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୋଲୟ ଇସ୍ରାଏଲ ପାଇଁ ତେଇଶ୍ ବର୍ଷ ପାଇଁ ବିଗ୍ଭରକ ରହିଲା। ଏହା ପରେ ତୋଲୟ ମୃତ୍ୟୁବରଣ କଲେ ଓ ଶାମୀରରେ ତାଙ୍କୁ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।