Judges 10:4 — Compare Translations
5 translations compared side by side
Odia - 1840
"ୟାଯୀରଙ୍କର ତିରିଶଟି ପକ୍ସ୍ଟତ୍ର ଥିଲେ। ଯେଉଁମାନେ କି ତିରିଶଟି ଗଦ୍ଦର୍ଭ ଚଢି଼ଲେ ଓ ସମାନଙ୍କେର ତିରିଶଟି ସହର ଥିଲା। ସହେି ସହରଗୁଡିକୁ ୟାଯୀର ସହର ନାମ ରେ ଆଜି ପର୍ୟ୍ଯନ୍ତ ନାମିତ କରାୟାଇଛି। ସହେିସବୁ ସହରଗକ୍ସ୍ଟଡିକ ଗିଲିଯଦ ଦେଶ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜିଯାଏ ହବୋତ୍-ଯାୟୀର (ଯାୟୀର୍ ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାୟୀରଙ୍କର ତିରିଶ୍ଟି ପୁତ୍ର ଥିଲେ। ଯେଉଁମାନେ କି ତିରିଶ୍ଟି ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ୍ଟି ସହର ଥିଲା। ସେହି ସହରଗୁଡ଼ିକୁ ଯାୟୀର ସହର ନାମରେ ଆଜି ପର୍ଯ୍ୟନ୍ତ ନାମିତ କରାଯାଇଛି। ସେହିସବୁ ସହରଗୁଡ଼ିକ ଗିଲିୟଦ ଦେଶରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।