Judges 10:6 — Compare Translations

5 translations compared side by side

Odia - 1840
"ପକ୍ସ୍ଟନଃର୍ବାର ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ମନ୍ଦ ସହେିପରି କାର୍ୟ୍ଯମାନ କଲେ। ସମାନେେ ବାଲ୍ ଦବେତାଗଣ, ଅଷ୍ଟାରୋତ୍ ଦବେୀଗଣ, ଅରାମୀଯମାନଙ୍କର ଦବଗେଣ, ସୀଦୋନୀଯମାନଙ୍କର ଦବଗେଣ, ମାୟୋବୀଯମାନଙ୍କର ଦବଗେଣ, ଅେମ୍ମାନୀୟମାନଙ୍କର ଲୋକମାନଙ୍କର ଦବଗେଣ ଓ ପଲେଷ୍ଟୀୟମାନଙ୍କର ଦବଗେଣଙ୍କର ପୂଜା କଲେ। ସମାନେେ ମଧ୍ଯ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସବୋ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍-ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ୍-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନ ସନ୍ତାନମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ପୁନର୍ବାର ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ ସେହିପରି କାର୍ଯ୍ୟମାନ କଲେ। ସେମାନେ ‌ବା‌ଲ୍‌ଦେବତାଗଣ, ଅଷ୍ଟାରୋତ୍ ଦେବୀଗଣ, ଅରାମୀୟମାନଙ୍କର ଦେବଗଣ, ସୀଦୋନୀୟମାନଙ୍କର ଦେବଗଣ, ମୋୟାବୀୟମାନଙ୍କର ଦେବଗଣ, ଅମ୍ମୋନୀୟମାନଙ୍କର ଦେବଗଣ ଓ ପଲେଷ୍ଟୀୟମାନଙ୍କର ଦେବଗଣଙ୍କର ପୂଜା କଲେ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସେବା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।