Judges 10:7 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋପଦୃଷ୍ଟି ହେଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲୀୟଗଣଙ୍କକ୍ସ୍ଟ ପଲେଷ୍ଟୀୟ ଓ ଅେମ୍ମାନୀୟମାନଙ୍କ ହସ୍ତ ରେ ପରାସ୍ତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ନିମନ୍ତେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କୋପଦୃଷ୍ଟି ହେଲେ। ତେଣୁ ସଦାପ୍ରଭୁ ଇସ୍ରାଏଲୀୟଗଣଙ୍କୁ ପଲେଷ୍ଟୀୟ ଓ ଅମ୍ମୋନୀୟମାନଙ୍କ ହସ୍ତରେ ପରାସ୍ତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏ ନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।