Judges 10:8 — Compare Translations

5 translations compared side by side

Odia - 1840
"ସହେିବର୍ଷ ସମାନେେ ଇଶ୍ରାୟେଲୀୟଙ୍କୁ ବିନାଶ ଓ ଅତ୍ଯାଗ୍ଭର କଲେ। ଅଠର ବର୍ଷ ପର୍ୟ୍ଯନ୍ତ, ଇଶ୍ରାୟେଲମାନେ ଯେଉଁମାନେ କି ୟର୍ଦ୍ଦନ ନଦୀର ଅନ୍ୟ ପାଶର୍‌ବ ରେ ଗିଲିଯଦର ଅଞ୍ଚଳ ରେ ବାସ କଲେ ଏବଂ ସମାନଙ୍କେ ସକାେଶ କଷ୍ଟ ଭୋଗ କଲେ। ସହେି ଦେଶ ଯେଉଁଠା ରେ ଅ ମାରେୀତ୍ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ-ସନ୍ତାନ ପ୍ରତି (ଏପରି କଲେ) ।
Odia Bible ERV 2004 (ପବିତ୍ର ବାଇବଲ)
ସେହିବର୍ଷ ସେମାନେ ଇସ୍ରାଏଲୀୟଙ୍କୁ ବିନାଶ ଓ ଅତ୍ୟାଗ୍ଭର କଲେ। ଅଠର ବର୍ଷ ପର୍ଯ୍ୟନ୍ତ, ଇସ୍ରାଏଲୀୟମାନେ ଯେଉଁମାନେ କି ଯର୍ଦ୍ଦନ ନଦୀର ଅନ୍ୟ ପାର୍ଶ୍ୱରେ ଗିଲିୟଦର ଅଞ୍ଚଳରେ ବାସ କଲେ ଏବଂ ସେମାନଙ୍କ ସକାଶେ କଷ୍ଟ ଭୋଗ କଲେ। ସେହି ଦେଶ ଯେଉଁଠାରେ ଅମୋରୀତ୍ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।