Judges 11:1 — Compare Translations
5 translations compared side by side
Odia - 1840
"ୟିଲ୍ଗହ ନାମକ ଜଣେ ଲୋକ ଗିଲିଯାଦର ପରିବାରବର୍ଗରକ୍ସ୍ଟ ଜଣେ ସାହସୀ ଯୋଦ୍ଧା ଥିଲେ। କିନ୍ତୁ ସେ ଜଣେ ବେଶ୍ଯା ରେ ପକ୍ସ୍ଟତ୍ର ଥିଲେ। ଗିଲିଯଦ ତାଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ନାମକ ଜଣେ ଲୋକ ଗିଲିୟଦର ପରିବାରବର୍ଗର ଜଣେ ସାହସୀ ଯୋଦ୍ଧା ଥିଲେ। କିନ୍ତୁ ସେ ଜଣେ ବେଶ୍ୟାର ପୁତ୍ର ଥିଲେ। ଗିଲିୟଦ ତାଙ୍କର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।