Judges 11:10 — Compare Translations

5 translations compared side by side

Odia - 1840
"ଗିଲିଯଦର ପ୍ରାଚୀନ ନତେୃବର୍ଗ ୟିଲ୍ଗହକକ୍ସ୍ଟ କହିଲେ, ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶକ୍ସ୍ଟଣିଛନ୍ତି। ଆମ୍ଭମାନେେ ଆପଣଙ୍କକ୍ସ୍ଟ କଥା ଦେଉଛକ୍ସ୍ଟ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭମାନେେ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶୁଣିଛନ୍ତି। ଆମ୍ଭେମାନେ ଆପଣଙ୍କୁ କଥା ଦେଉଛୁ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭେମାନେ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।