Judges 11:12 — Compare Translations

5 translations compared side by side

Odia - 1840
"ୟିଲ୍ଗହ ଅେମ୍ମାନୀୟର ରାଜାଙ୍କ ନିକଟକକ୍ସ୍ଟ ଦୂତ ପଠାଇ କହିଲେ, ଅମ୍ମାନେୀୟ ଓ ଇଶ୍ରାୟେଲୀୟ ମଧିଅରେ ସମସ୍ଯା କ'ଣ? କାହିଁକି ତୁମ୍ଭମାନେେ ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବାକୁ ଆସିଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହଙ୍କର ଅମ୍ମୋନ ରାଜାଙ୍କୁ ବାର୍ତ୍ତା ଯିପ୍ତହ ଅମ୍ମୋନୀୟର ରାଜାଙ୍କ ନିକଟକୁ ଦୂତ ପଠାଇ କହିଲେ, “ଅମ୍ମୋନୀୟ ଓ ଇସ୍ରାଏଲୀୟ ମଧ୍ୟରେ ସମସ୍ୟା କ’ଣ? କାହିଁକି ତୁମ୍ଭେମାନେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଆସିଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?