Judges 11:15 — Compare Translations

5 translations compared side by side

Odia - 1840
"ସମାନେେ ଏହି ବାର୍ତ୍ତା ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ୍-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହି ବାର୍ତ୍ତା ନେଇ ଗଲେ। “ସେଥିପାଇଁ ଯିପ୍ତହ କହନ୍ତି, ମୋୟାବର ଭୂମି କିମ୍ବା ଅମ୍ମୋନର ଭୂମି ଇସ୍ରାଏଲ ଦ୍ୱାରା ବଳପୂର୍ବକ ଅଧିକୃତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।