Judges 11:16 — Compare Translations

5 translations compared side by side

Odia - 1840
"ଯେତବେେଳେ ଇଶ୍ରାୟେଲର ଲୋକମାନେ ମିଶର ପରିତ୍ଯାଗ କଲେ, ସମାନେେ ମରକ୍ସ୍ଟଭୂମିକକ୍ସ୍ଟ ଗଲେ। ଇଶ୍ରାୟେଲୀୟମାନେ ସକ୍ସ୍ଟଫ ସାଗରକକ୍ସ୍ଟ ଗଲେ ଓ ତା'ପରେ କାଦେଶକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ରାଏଲର ଲୋକମାନେ ମିଶର ପରିତ୍ୟାଗ କଲେ, ସେମାନେ ମରୁଭୂମିକୁ ଗଲେ। ଇସ୍ରାଏଲୀୟମାନେ ସୂଫସାଗରକୁ ଗଲେ ଓ ତା’ପରେ କାଦେଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।