Judges 11:17 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଇଦୋମର ରାଜାଙ୍କ ନିକଟକକ୍ସ୍ଟ ଏହା କହି ଦୂତମାନଙ୍କୁ ପଠାଇଲେ, ବିନଯ କରୁଅଛକ୍ସ୍ଟ, ତକ୍ସ୍ଟମ୍ଭ ଦେଶ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦିଅ। ମାତ୍ର ଇଦୋମ୍ର ରାଜା ଏକଥା ଶୁଣିଲେ ନାହିଁ। ପକ୍ସ୍ଟଣି ସହେି ପ୍ରକାର ଇଶ୍ରାୟେଲ ମାୟୋବର ରାଜା ନିକଟକକ୍ସ୍ଟ ଦୂତମାନଙ୍କୁ ପଠାଇଲେ। ସେ ମଧ୍ଯ ମନା କଲା। ତେଣୁ ଇଶ୍ରାୟେଲ କାଦେଶ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ । ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶ୍ରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଇଦୋମର ରାଜାଙ୍କ ନିକଟକୁ ଏହା କହି ଦୂତମାନଙ୍କୁ ପଠାଇଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ।’ ମାତ୍ର ଇଦୋମ୍ର ରାଜା ଏ କଥା ଶୁଣିଲେ ନାହିଁ। ପୁଣି ସେହି ପ୍ରକାର ଇସ୍ରାଏଲ ମୋୟାବର ରାଜା ନିକଟକୁ ଦୂତମାନଙ୍କୁ ପଠାଇଲେ। ସେ ମଧ୍ୟ ମନା କଲା। ତେଣୁ ଇସ୍ରାଏଲ କାଦେଶରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।