Judges 11:19 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ହିଷ୍ବୋନର ଇ ମାରେୀଯ ରାଜା ସୀହାନ୍େ ନିକଟକକ୍ସ୍ଟ ଦୂତ ପଠାଇଲେ, ଆମ୍ଭକକ୍ସ୍ଟ ତୁମ୍ଭର ଦେଶ ମଧ୍ଯ ଦଇେ ଦେଶକକ୍ସ୍ଟ ୟିବାକକ୍ସ୍ଟ ଅନକ୍ସ୍ଟମତି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ, ‘ଆମ୍ଭକୁ ତୁମ୍ଭର ଦେଶ ମଧ୍ୟଦେଇ ଆମ୍ଭ ଦେଶକୁ ଯିବାକୁ ଅନୁମତି ଦିଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।