Judges 11:2 — Compare Translations

5 translations compared side by side

Odia - 1840
"ଗିଲିଯଦର ସ୍ତ୍ରୀ ତାହାର କେତକେ ପକ୍ସ୍ଟତ୍ର ଜନ୍ମ କଲା ଏବଂ ଯେତବେେଳେ ପକ୍ସ୍ଟତ୍ରମାନେ ବଡ ହେଲେ ସମାନେେ ୟୀଲ୍ଗହକକ୍ସ୍ଟ ଏହା କହି ତଡି ଦେଲେ, ତୁମ୍ଭେ ଆମ୍ଭର ପିତୃ ସଐତ୍ତି ରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦର ସ୍ତ୍ରୀ ତାହାର କେତେକ ପୁତ୍ର ଜନ୍ମ କଲା ଏବଂ ଯେତେବେଳେ ପୁତ୍ରମାନେ ବଡ଼ ହେଲେ ସେମାନେ ଯିପ୍ତହକୁ ଏହା କହି ତଡ଼ି ଦେଲେ, “ଆମ୍ଭର ପିତୃ ସମ୍ପତ୍ତିରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।