Judges 11:20 — Compare Translations

5 translations compared side by side

Odia - 1840
"କିନ୍ତୁ ସୀହାନେ ନିଜର ସୀମାଦଇେ ଇଶ୍ରାୟେଲକକ୍ସ୍ଟ ୟିବାକକ୍ସ୍ଟ ଦଲୋ ନାହିଁ। ସୀହାନ୍େ ନିଜର ସମସ୍ତ ଲୋକଙ୍କକ୍ସ୍ଟ ଏକତ୍ର କରି ୟହସ ରେ ଛାଉଣୀ ସ୍ଥାପନ କଲେ। ତା'ପରେ ସମାନେେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସୀହୋନ ନିଜର ସୀମାଦେଇ ଇସ୍ରାଏଲକୁ ଯିବାକୁ ଦେଲା ନାହିଁ। ସୀହୋନ୍ ନିଜର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କଲେ। ତା’ପରେ ସେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।