Judges 11:21 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ସୀହାନରେ ସମସ୍ତ ଲୋକମାନଙ୍କୁ ଇଶ୍ରାୟେଲ ହସ୍ତ ରେ ସମର୍ପଣ କରନ୍ତେ ଓ ଇଶ୍ରାୟେଲ ସମାନଙ୍କେୁ ପରାସ୍ତ କଲେ। ଏହିପରି ଭାବରେ ଇଶ୍ରାୟେଲ ଇ ମାରେୀଯମାନଙ୍କ ସମସ୍ତ ଦେଶକକ୍ସ୍ଟ ବଳପୂର୍ବକ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ । ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ସୀହୋନର ସମସ୍ତ ଲୋକମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ଇସ୍ରାଏଲ ସେମାନଙ୍କୁ ପରାସ୍ତ କଲେ। ଏହିପରି ଭାବରେ ଇସ୍ରାଏଲ ଇମୋରୀୟମାନଙ୍କ ସମସ୍ତ ଦେଶକୁ ବଳପୂର୍ବକ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।