Judges 11:22 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲ ଅର୍ନୋନ ନଦୀଠାରକ୍ସ୍ଟ ଯଦ୍ଦୋକ୍ ନଦୀ ପର୍ୟ୍ଯନ୍ତ ଓ ମରକ୍ସ୍ଟଭୂମିଠାରକ୍ସ୍ଟ ୟର୍ଦ୍ଦନ ପର୍ୟ୍ଯନ୍ତ ଇ ମାରେିଯମାନଙ୍କ ସମସ୍ତ ଭୂମି ବଳପୂର୍ବକ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲ ଅର୍ଣ୍ଣୋନ ନଦୀଠାରୁ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ ଓ ମରୁଭୂମିଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କ ସମସ୍ତ ଭୂମି ବଳପୂର୍ବକ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।