Judges 11:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଦବେତା ସହେି କମାେଶ ତୁମ୍ଭମାନଙ୍କୁ ଯେଉଁ ଦେଶ ହିଅନ୍ତି, ସହେି ଦେଶ ତୁମ୍ଭମାନେେ ଅଧିକାର କରି ପାରିବ। ସହେିପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅେମ୍ମାନୀୟମାନଙ୍କର ଯେଉଁ ଦେଶ ଦିଅନ୍ତି, ତାହା ଆମ୍ଭମାନେେ ଅଧିକାର କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଦେବତା ସେହି କମୋଶ ତୁମ୍ଭମାନଙ୍କୁ ଯେଉଁ ଦେଶ ଦିଅନ୍ତି, ସେହି ଦେଶ ତୁମ୍ଭେମାନେ ଅଧିକାର କରି ପାରିବ। ସେହିପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଅମ୍ମୋନୀୟମାନଙ୍କର ଯେଉଁ ଦେଶ ଦିଅନ୍ତି, ତାହା ଆମ୍ଭେମାନେ ଅଧିକାର କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।
Odia IRV 2017 (ଓଡିଆ ବାଇବେଲ)