Judges 11:26 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ 300 ବର୍ଷ ହେଲା ହିଷ୍ବୋନ୍ ତା'ର ଉପନଗର ରେ, ପକ୍ସ୍ଟଣି ଆରୋଯର ଓ ତହିଁର ଉପନଗର ରେ, ଆଉ ଅର୍ନୋନ ତୀରସ୍ଥିତ ସମସ୍ତ ନଗର ରେ ବାସ କରୁ ଅଛନ୍ତି। ଏଥି ମଧିଅରେ ତୁମ୍ଭମାନେେ କାହିଁକି ସେସବୁ ଫରୋଇ ନ ଦଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ 300 ବର୍ଷ ହେଲା ହି‌ଷ୍‌ବୋନ୍ ତା’ର ଉପନଗରରେ, ପୁଣି ଆରୋୟର ଓ ତହିଁର ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁ ଅଛନ୍ତି। ଏଥି ମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ଦେଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?