Judges 11:27 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରାୟେଲର ଲୋକ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ କୌଣସି ପାପ କରିନାହିଁ। ମାତ୍ର ତୁମ୍ଭମାନେେ ଆମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରି ଭୂଲ୍ କରିଅଛ। ସଦାପ୍ରଭୁ ସମସ୍ତଙ୍କ ବିଗ୍ଭରକର୍ତ୍ତା ସେ ଆଜି ଇଶ୍ରାୟେଲ ଲୋକମାନଙ୍କ ଓ ଅମ୍ମାନରେ ଲୋକମାନଙ୍କ ମଧିଅରେ ବିଗ୍ଭର କର୍ତ୍ତା ହକ୍ସ୍ଟଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲର ଲୋକ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହୁଁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରି ଭୁଲ୍ କରିଅଛ। ସଦାପ୍ରଭୁ ସମସ୍ତଙ୍କ ବିଗ୍ଭରକର୍ତ୍ତା ସେ ଆଜି ଇସ୍ରାଏଲ ଲୋକମାନଙ୍କ ଓ ଅମ୍ମୋନର ଲୋକମାନଙ୍କ ମଧ୍ୟରେ ବିଗ୍ଭରକର୍ତ୍ତା ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋ’ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।