Judges 11:29 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁଙ୍କ ଆତ୍ମା ୟିଲ୍ଗହ ଉପରେ ଅଧିଷ୍ଠାନ କଲା। ସେ ଗିଲିଯଦ ଓ ମନଃଶି ଦଇେ ଗଲା। ସେ ଗିଲିଯଦ ଦଇେ ମିସ୍ପୀକକ୍ସ୍ଟ ଗଲେ ଓ ଏବଂ ଅେମ୍ମାନୀୟଙ୍କ ଦଇେ ଅତିକ୍ରମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପୀକି ଗଲେ ଓ ଗିଲୀୟଦସ୍ଥିତ ମିସ୍ପୀରୁ ଅମ୍ମୋନ୍-ସନ୍ତାନଗଣ ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହର ପ୍ରତିଜ୍ଞା ଏହା ପରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହ ଉପରେ ଅଧିଷ୍ଠାନ କଲା। ସେ ଗିଲିୟଦ ଓ ମନଃଶି ଦେଇ ଗଲେ। ସେ ଗିଲିୟଦ ଦେଇ ମି‌ସ୍‌ପୀକୁ ଗଲେ ଏବଂ ଅମ୍ମୋନୀୟଙ୍କ ଦେଇ ଅତିକ୍ରମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।