Judges 11:3 — Compare Translations

5 translations compared side by side

Odia - 1840
"ସେଥି ରେ ୟିଲ୍ଗହ ନିଜର ଭାଇମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ପଳାଇ ଟୋବ୍ ଦେଶ ରେ ବାସ କଲା। ସେଥି ରେ କେତେ ଗକ୍ସ୍ଟଡିଏ ଅଗାଡି ଲୋକ ୟିଲ୍ଗହ ସଙ୍ଗେ ମିଳି ତାହାଙ୍କ ସହଚର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ଯିପ୍ତହ ନିଜର ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲା। ସେଥିରେ କେତେ ଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାହାଙ୍କ ସହଚର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।