Judges 11:30 — Compare Translations

5 translations compared side by side

Odia - 1840
"ସହେି ସମୟରେ ୟିଲ୍ଗହ ସଦାପ୍ରଭୁଙ୍କ ନିକଟରେ ଏକ ପ୍ରତିଜ୍ଞା କଲେ, ଯଦି ତୁମ୍ଭେ ଅମ୍ମାନେ ଲୋକମାନଙ୍କୁ ମାେ ହସ୍ତ ରେ ସମର୍ପଣ କର ତବେେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ୍-ସନ୍ତାନମାନଙ୍କୁ ନିତା; ମୋହର ହସ୍ତରେ ସମର୍ପଣ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯିପ୍ତହ ସଦାପ୍ରଭୁଙ୍କ ନିକଟରେ ଏକ ପ୍ରତିଜ୍ଞା କଲେ, “ଯଦି ତୁମ୍ଭେ ଅମ୍ମୋନ ଲୋକମାନଙ୍କୁ ମୋ’ ହସ୍ତରେ ସମର୍ପଣ କର,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,