Judges 11:31 — Compare Translations
5 translations compared side by side
Odia - 1840
"ମୁ ଅେମ୍ମାନୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ଯୁଦ୍ଧରୁ ମୁ ନିରାପଦ ରେ ଫରେି ଆସିବି। ସହେି ସମୟରେ ମାେ ଘର ଭିତରକ୍ସ୍ଟ ପ୍ରଥମେ ୟିଏ ମାେତେ ଅଭ୍ଯର୍ଥନା କରିବା ପାଇଁ ବାହାରି ଆସିବ ସେ ତୁମ୍ଭର ହବେ। ମୁ ତାହାଙ୍କକ୍ସ୍ଟ ହାମବେଳି ରୂପେ ଉତ୍ସର୍ଗ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୁଁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧରୁ ନିରାପଦରେ ଫେରି ଆସିବି। ସେହି ସମୟରେ ମୋ’ ଘର ଭିତରୁ ପ୍ରଥମେ ଯିଏ ମୋତେ ଅଭ୍ୟର୍ଥନା କରିବା ପାଇଁ ବାହାରି ଆସିବ ସେ ତୁମ୍ଭର ହେବ। ମୁଁ ତାହାଙ୍କୁ ହୋମବଳି ରୂପେ ଉତ୍ସର୍ଗ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।