Judges 11:32 — Compare Translations
5 translations compared side by side
Odia - 1840
"ଏହାପରେ ୟିଲ୍ଗହ ଅମ୍ମାନେ ସନ୍ତାନଗଣ ଦେଶକକ୍ସ୍ଟ ଗଲେ। ୟିଲ୍ଗହ ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କଲେ। ସଦାପ୍ରଭୁ ୟିଲ୍ଗହକକ୍ସ୍ଟ ସହାୟ ହେଲେ ସମାନଙ୍କେୁ ପରାସ୍ତ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିପ୍ତହ ଅମ୍ମୋନ ସନ୍ତାନଗଣ ଦେଶକୁ ଗଲେ। ଯିପ୍ତହ ସେମାନଙ୍କ ସହିତ ଯୁଦ୍ଧ କଲେ। ସଦାପ୍ରଭୁ ଯିପ୍ତହର ସହାୟ ହେଲେ ସେମାନଙ୍କୁ ପରାସ୍ତ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।